Tuesday, December 9, 2025
19.8 C
Odisha

    କାଲିଠୁ ରାଜ୍ୟରେ ଧାନକିଣା ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର    :   ମଙ୍ଗଳବାରଠୁ ଅର୍ଥାତ ଆସନ୍ତାକାଲି ଠୁ ରାଜ୍ୟରେ ଧାନକିଣା ଆରମ୍ଭ ହେବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି। ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି। ଠିକ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ ମାଲିକଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କଟ୍ନି ଛଟ୍ନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ସମବାୟ ମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.8 ° C
    19.8 °
    19.8 °
    35 %
    1.3kmh
    100 %
    Tue
    26 °
    Wed
    27 °
    Thu
    26 °
    Fri
    26 °
    Sat
    27 °

    ସମ୍ବନ୍ଧିତ