Wednesday, October 23, 2024
21.7 C
Odisha

    କାଳବୈଶାଖୀ ଯୋଗୁଁ ଭୁବନେଶ୍ବରରେ ଅବତରଣ କରିପାରିଲାନି ମୁଖ୍ଯମନ୍ତ୍ରୀଙ୍କ ବିମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଅବତରଣ କରିପାରିଲାନି। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ । କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିଲେନି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ । ପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଗଲା ବିମାନ । ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଜରୁରୀ ଅବତରଣ କରିଥିଲା। ପ୍ରଚଣ୍ଡ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସୁରକ୍ଷିତଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ