Tuesday, March 17, 2026
36.4 C
Odisha

    କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌ ନ ଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି ସେ କହିଛନ୍ତି। ଶତ ପ୍ରତିଶତ ଆବେଦନ କ୍ଲିୟର ହୋଇଛି, ଆଉ ପେଣ୍ଡିଂ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

    ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ମଙ୍ଗଳବାର ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.4 ° C
    36.4 °
    36.4 °
    19 %
    3.8kmh
    86 %
    Tue
    35 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ