Saturday, April 19, 2025
40.3 C
Odisha

    କୃମୀ ଔଷଧ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ

    ଆଗକୁ ପଢନ୍ତୁ

    ବାଲେଶ୍ୱର : କୃମି ଔଷଧ ଖାଇ ସ୍କୁଲର ୬ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ଥାନେଶ୍ବର ସ୍ଥିତ ସ୍କୁଲରେ ଏଭଳି ଘଟଣା ସାମ୍ନାକୁ ଆସିଛି । ଛାତ୍ରଛାତ୍ରୀଙ୍କୁ କୃମି ଔଷଧ ଖାଇବାକୁ ଦିଆଯାଇଥିଲା । ତେବେ ୬ ଜଣ ଛାତ୍ରଛାତ୍ରୀଙ୍କର ଔଷଧ ଖାଇ ବାନ୍ତି ହୋଇଥିଲା । ଅସୁସ୍ଥ ହେବା ପରେ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ଡାକ୍ତରମାନେ ପିଲାମାନଙ୍କ ଚିକିତ୍ସାରେ ଲାଗିପଡିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    40.3 ° C
    40.3 °
    40.3 °
    15 %
    2.5kmh
    49 %
    Sat
    40 °
    Sun
    43 °
    Mon
    43 °
    Tue
    44 °
    Wed
    45 °

    ସମ୍ବନ୍ଧିତ