Wednesday, March 11, 2026
25.1 C
Odisha

    କେଜ୍ରିୱାଲଙ୍କୁ ହାଇକୋର୍ଟ ଝଟକା : ଗିରଫଦାରିକୁ ଯଥାର୍ଥ ବୋଲି କହିଲେ ହାଇକୋର୍ଟ, ଖାରଜ କଲେ ଆବେଦନ

    ଆଗକୁ ପଢନ୍ତୁ

    ମଦ ଦୁର୍ନୀତି ମାମଲାରେ ନିଜର ଗିରଫଦାରିକୁ ନେଇ ଦିଲ୍ଲୀ ହାଇକୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଖାରଜ କରିଦେଇଛନ୍ତି କୋର୍ଟ। ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନକୁ ଖାରଜ କରିଦେଇଛନ୍ତି କୋର୍ଟ। ତାଙ୍କ ଗିରଫ ବେଆଇନ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି। ଇଡିର ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜରିୱାଲ କରିଥିବା ଆବେଦନକୁ ନେଇ କୋର୍ଟ କହିଛନ୍ତି ଏହି ମାମଲାରେ କେଜରିୱାଲଙ୍କ ଗିରଫଦାରି ଯଥାର୍ଥ ।

    ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମା ଏହି ମାମଲାରେ ଶୁଣାଣି କରି କହିଛନ୍ତି ଇଡି କେଜ୍ରିୱାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଛି। ଏଣୁ ଗିରଫଦାରି ବେଆଇନ ନୁହେଁ। ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମା ଆହୁରି ମଧ୍ୟ କହିଛନ୍ତି ଯେ, ଏହା କେନ୍ଦ୍ର ସରକାର ଓ କେଜ୍ରିୱାଲଙ୍କ ଭିତରେ ମାମଲା ନୁହେଁ । ବରଂ ଏହା ଇଡି ଏବଂ କେଜ୍ରିୱାଲଙ୍କ ଭିତରେ ମାମଲା । ମନି ଲଣ୍ଡ୍ରିଂ ମାମଲାରେ ଏଜେନ୍ସି ତାକୁ ଗିରଫ କରିଛି । ତେଣୁ କାହାକୁ ବି ଏ ମାମଲାରେ ବିଶେଷାଧିକାର ଦିଆଯିବ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    26 %
    2.3kmh
    0 %
    Wed
    26 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ