Sunday, June 1, 2025
27.3 C
Odisha

କେତେ ଚାଷୀ କିସାନ ସମ୍ମାନ ନିଧି ଯୋଜନାରେ ଉପକୃତ ହୋଇଛନ୍ତି: ସରକାର ଦେଲେ ସୂଚନା

ଆଗକୁ ପଢନ୍ତୁ

ଭୁବନେଶ୍ବର: ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫ ହଜାର ୧୮୪ ଭାଗଚାଷୀ, ୮ ଲକ୍ଷ ୮୭ ହଜାର ୨୭୨ ଜଣ କ୍ଷୁଦ୍ର ଚାଷୀ ଓ ୩୬ ଲକ୍ଷ ୩୬ ହଜାର ୬୫୮ ଜଣ ନାମମାତ୍ର ଚାଷୀ ରହିଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ଅକ୍ଟୋବର ୨୦୨୪ ସୁଦ୍ଧା ୩୧ ଲକ୍ଷ ୫୧ ହଜାର ୭୦୦ ଚାଷୀ ଉପକୃତ ହୋଇଛନ୍ତି । ଏନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ  ଲିଖିତ ଉତ୍ତର ରଖିଛନ୍ତି । ପ୍ରଧାନମନ୍ତ୍ରୀ ଫସଲ  ବୀମା ଯୋଜନାରେ ୧୫ ଲକ୍ଷ ୧୭ ହଜାର ଚାଷୀ ଖରିଫ ଋତୁରେ ଓ ୧ ଲକ୍ଷ ୮୩ ହଜାର ଚାଷୀ ରବି ଋତୁରେ ପଞ୍ଜିକରଣ କରିଥିବା ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସୂଚନା ଦେଇଛନ୍ତି

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
27.3 ° C
27.3 °
27.3 °
76 %
1.3kmh
100 %
Sat
27 °
Sun
37 °
Mon
40 °
Tue
38 °
Wed
40 °

ସମ୍ବନ୍ଧିତ