Tuesday, March 24, 2026
22.9 C
Odisha

    କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ

    ଆଗକୁ ପଢନ୍ତୁ

    କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ରୁଗୁଡି ସ୍ଥିତ KJS ଆଲୁଓ୍ବାଲିଆ ଷ୍ଟିଲ ପ୍ଲାଣ୍ଟରେବିସ୍ଫୋରଣ ଘଟିବାରୁ ୯ଜଣ ଶ୍ରମିକ ଆହତ ହୋଇଥିବାବେଳେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିବା ଜଣାପଡ଼ିଛି। ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.9 ° C
    22.9 °
    22.9 °
    44 %
    1.8kmh
    0 %
    Mon
    23 °
    Tue
    35 °
    Wed
    37 °
    Thu
    38 °
    Fri
    40 °

    ସମ୍ବନ୍ଧିତ