Friday, December 19, 2025
19 C
Odisha

    କେରଳର ୱାୟନାଡରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ, ଦେଖନ୍ତୁ ଭିଡିଓ

    ଆଗକୁ ପଢନ୍ତୁ

    କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କେରଳର ୱାୟନାଡ ଲୋକସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାହୁଲ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ରାହୁଲ ନାମାଙ୍କନପତ୍ର ଦାଖଲ କରିବା ପାଇଁ ଏକ ରୋଡ୍ ସୋ କରି ଲୋକଙ୍କ ଆଶୀର୍ବାଦ ଓ ସମର୍ଥନ ଲୋଡ଼ିଥିଲେ।

    ଏଥି ସହିତ ଲୋକଙ୍କୁ ରାହୁଲ କହିଥିଲେ ଯେ ଆପଣମାନଙ୍କ ଜନପ୍ରତିନିଧି ହେବା ସୌଭାଗ୍ୟର ବିଷୟ । ମୁଁ ୱାୟନାଡକୁ ୫ ବର୍ଷ ପୂର୍ବେ ଆସିଥିଲି। ସେହି ସମୟରେ ମୁଁ ଏଠାରେ ନୂଆ ଥିଲି। ଆଶା କରୁଛି ଆପଣଙ୍କ ପରିବାରର ମୁଁ ଅଂଶ ହୋଇପାରିବି। ଏହା କୌଣସି ରାଜନୈତିକ ବିବୃତ୍ତି ନୁହେଁ ବୋଲି ରାହୁଲ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    38 %
    0.6kmh
    0 %
    Fri
    26 °
    Sat
    27 °
    Sun
    28 °
    Mon
    28 °
    Tue
    28 °

    ସମ୍ବନ୍ଧିତ