Sunday, September 13, 2026
28.7 C
Odisha

    କ୍ଯାସଲେସ ଚିକିତ୍ସା ସୁବିଧା ପାଇବେ ପୋଲିଂ କର୍ମଚାରୀ

    ଆଗକୁ ପଢନ୍ତୁ

    ବିଜୁ ସ୍ବାସ୍ଥ୍ଯ କଲ୍ଯାଣ ଯୋଜନା ଅଧୀନରେ ପ୍ଯାନେଲଭୁକ୍ତ ହୋଇଥିବା ରାଜ୍ଯର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ରାଜ୍ଯ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗର ଚିଠି। ସାଧାରଣ ନିର୍ବାଚନ ୨୦୨୪ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଯଦି ଅଂଶୁଘାତରେ ଅସୁସ୍ଥ ହୁଅନ୍ତି ତେବେ ସେମାନଙ୍କୁ କ୍ଯାସଲେସ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଦିଆଯାଇଛି ନିର୍ଦ୍ଦେଶ। ନିର୍ବାଚନକାଳୀନ ଡ୍ଯୁଟି ସଂକ୍ରାନ୍ତ ନିଯୁକ୍ତି ପତ୍ର ଦାଖଲ କରାଯିବାପରେ ଏହି ଚିକିତ୍ସା ସୁବିଧା ଉପଲବ୍ଧ ହେବ। ରାଜ୍ଯର କୋଟିକୋଟି ଲୋକ ବିଏସକେୱାଇ ଜରିଆରେ ଉପକୃତ ହେଉଥିବାବେଳେ ରାଜ୍ଯ ସରକାର ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ଲାଗି ଏହାକୁ ଉପଲବ୍ଧ କରାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ