Sunday, March 15, 2026
34.6 C
Odisha

    ଖଣି ଚୋରି ଘଟଣାର ସାତ ଦିନ ପରେ ରାଉରକେଲା ଉପ ନିର୍ଦ୍ଦେଶକଙ୍କ ତଦନ୍ତ ଆରମ୍ଭ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ : ଖଣି ଚୋରି ଘଟଣାର ସାତ ଦିନ ପରେ ଖଣି ନିର୍ଦ୍ଦେଶଙ୍କ ନିର୍ଦ୍ଦେଶରେ ରାଉରକେଲା ଉପ ନିର୍ଦ୍ଦେଶକ ତଦନ୍ତ ପାଇଁ ପହଞ୍ଚିଛନ୍ତି। ଖଣି ଉପ ନିର୍ଦ୍ଦେଶକ ବିମ୍ବାଧର ସେଠୀଙ୍କ ନେତୃତ୍ବରେ ୯ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି। ତେଲେନଡିହି ଏବଂ ରତନସରା ବେଆଇନ ଖଣି ଉପରେ ତଦନ୍ତ କରୁଛନ୍ତି ଏହି ଟିମ୍। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଖଣି ଉପନିର୍ଦ୍ଦେଶକ ବିମ୍ବାଧର ସେଠୀ । ଏହି ଟମରେ ତାଙ୍କ ସହ କନିଷ୍ଠ ଖଣି ଅଧିକାରୀ ମଙ୍ଗଳ ଚରଣ ହେମ୍ରମ ଓ ଅଜୟ କୁମାରଙ୍କ ସମେତ ୯ ଜଣିଆ ସଦସ୍ୟ ରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.6 ° C
    34.6 °
    34.6 °
    18 %
    1.5kmh
    87 %
    Sun
    34 °
    Mon
    38 °
    Tue
    39 °
    Wed
    37 °
    Thu
    36 °

    ସମ୍ବନ୍ଧିତ