Sunday, January 18, 2026
30.1 C
Odisha

    ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ପୋଖରୀରେ ବୁଡ଼ି ଦୁଇ ନାବାଳକ ମୃତ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଉପକଣ୍ଠ ପଞ୍ଚମା ପାତାଳେଶ୍ବର ପୋଖରୀରେ ଅଘଟଣ ଘଟିଛି । ପୋଖରୀରେ ଗଣେଶ ମୂର୍ତ୍ତି ବିସଜନ କରୁଥିବା ସମୟରେ ଗୋଡ଼ ଖସି ଦୁଇ ୧୨ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ହୋଇଛି ।ମୃତକ ହେଲେ କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ପୁଅ ସୌମ୍ୟ ପ୍ରଧାନ ଓ ବିନୋଦ ସେଠୀଙ୍କ ପୁଅ ଆଦିତ୍ୟ ସେଠୀ । ଏହି ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ଦେଖାଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    12 %
    2.7kmh
    0 %
    Sun
    27 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ