Saturday, April 19, 2025
40.3 C
Odisha

    ଗତ ଚାରି ବର୍ଷରେ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳିଛି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଗତ ତିନି ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ। ଆଜି ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ସୂଚନା ଦେଇଛନ୍ତି।ବିଧାନସଭାରେ ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଓ ୨୦୨୩ରେ ୯ ହଜାର ୭୧୧ ହେକ୍ଟର ଜଙ୍ଗଲ ଜଳିଛି। ଗତ ଚାରି ବର୍ଷରେ ସର୍ବ ମୋଟ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇ ଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    40.3 ° C
    40.3 °
    40.3 °
    15 %
    2.5kmh
    49 %
    Sat
    40 °
    Sun
    43 °
    Mon
    43 °
    Tue
    44 °
    Wed
    45 °

    ସମ୍ବନ୍ଧିତ