ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୬୭ମୃତ

ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୬୭ମୃତ
ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୬୭ମୃତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ଏବଂ ୭୭୧ ଜଣ ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି।