Wednesday, October 15, 2025
23.4 C
Odisha

    ଗୋଟିଏ ଡାଳରେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା ହେଉଛି । ଘଟଣାରେ ପୁଲିସ ପୃଥକ ଅପମୃତ୍ୟୁ ମାମଲା ରୁଜୁ ପୂର୍ବକ ମୃତଦେହ ଦୁଇଟି ବ୍ୟବଛେଦ ପାଇଁ ପଠାଇ ପୁଲିସ ଅଧିକ ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    82 %
    0.4kmh
    7 %
    Wed
    24 °
    Thu
    29 °
    Fri
    29 °
    Sat
    28 °
    Sun
    29 °

    ସମ୍ବନ୍ଧିତ