Tuesday, June 18, 2024
37 C
Odisha

    ଗ୍ରୀଷ୍ମପ୍ରବାହ ପାଇଁ ଭୁବନେଶ୍ବର ଓ କଟକକୁ ରେଡ୍ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ପ୍ରତିଦିନ ନିଜ ରେକର୍ଡ ଭାଙ୍ଗୁଛି ତାତି। ତେବେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ଓ ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡ଼ିଗ୍ରୀ ଯାଏ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪-୬ ଡିଗ୍ରୀ ଉପରେ ରହିବ। । ଫଳରେ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ପରିସ୍ଥିତି ଅନୁଭୂତ ହେବ। ଏଭଳି ସ୍ଥିତି ମାସ ଶେଷ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ଥିତି ସବୁଠୁ ସମ୍ବେଦନଶୀଳ ରହିବ। ଯାହାକୁ ଦୃଷ୍ଟିରେ ରଖି ଟ୍ବିନସିଟିକୁ ଆଜି ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ଭୁବନେଶ୍ବର ଓ କଟକ ସହରରେ ଭୀଷଣଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    37 ° C
    37 °
    37 °
    36 %
    4.8kmh
    100 %
    Tue
    37 °
    Wed
    38 °
    Thu
    37 °
    Fri
    35 °
    Sat
    34 °

    ସମ୍ବନ୍ଧିତ