Saturday, March 14, 2026
38.1 C
Odisha

    ଗ୍ରେଟର ନୋଏଡାରେ ଭୁଶୁଡିଲା ୩ ମହଲା ଘର, ୪ ମୃତ

    ଆଗକୁ ପଢନ୍ତୁ

    ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ତିନି ମହଲା କୋଠାର ସେଟରିଂ ହଟାଇବା ସମୟରେ ଚାରି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି ।

    ଖବର ମୁତାବକ, ରାବୁପୁରା ଥାନା ଅଞ୍ଚଳ ଅନ୍ତର୍ଗତ ନାଗଲା ହୁକୁମ ସିଂହ ଗାଁରେ ଏହି ଘଟଣା ଘଟିଛି । ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଦୁର୍ଘଟଣା ପରେ, ଜେୱାର ବିଧାୟକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି । ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।

    ମୃତକଙ୍କ ପରିଚୟ ମିଳିଛି । ଏମାନଙ୍କ ବୟସ ୩୮ ବର୍ଷ ବୟସରୁ ୧୮ ବର୍ଷର ବୋଲି ଜଣାପଡିଛି । ଯେଉଁମାନେ ନିଖୋଜ ରହିଛନ୍ତି, ସେମାନଙ୍କୁ ଖୋଜା ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.1 ° C
    38.1 °
    38.1 °
    9 %
    4.3kmh
    0 %
    Sat
    37 °
    Sun
    38 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ