Tuesday, March 25, 2025
35.7 C
Odisha

    ଘନଉଛି ବିପଦ; ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

    ଆଗକୁ ପଢନ୍ତୁ

    ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’ । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା ‘ଦାନା’ । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’ । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.7 ° C
    35.7 °
    35.7 °
    14 %
    3.9kmh
    0 %
    Tue
    35 °
    Wed
    39 °
    Thu
    40 °
    Fri
    41 °
    Sat
    41 °

    ସମ୍ବନ୍ଧିତ