Saturday, January 24, 2026
15.1 C
Odisha

    ଚନ୍ଦ୍ରଭାଗାରେ ଭାସିଗଲେ ୩ ଯୁବକ

    ଆଗକୁ ପଢନ୍ତୁ

    କୋଣାର୍କ: ଚନ୍ଦ୍ରଭାଗା ସମୁଦ୍ରରେ ଶନିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ଗାଧୋଇଲା ବେଳେ ୩ଜଣ ଯୁବକ ଭାସିଯାଇ ଥିଲେ। ୨ ଜଣଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ ଲାଇଫ ଗାର୍ଡ ନିଖୋଜ ଯୁବକଙ୍କୁ ଉଦ୍ଧାର କରିବା ନେଇ ଚେଷ୍ଟା ଚଳାଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଯୁବକ ଦ୍ୱୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ୩ ଯୁବକ ସାଙ୍ଗ ହୋଇ ଚନ୍ଦ୍ରଭାଗା ଭୁଲିବାକୁ ଆସିଥିଲେ। ପରେ ସେମାନେ ସମୁଦ୍ର ଭିତରକୁ ଗାଧୋଇବାକୁ ପଶିଥିଲେ। ଗାଧୋଇବା ବେଳେ କରେଣ୍ଟରେ ପଡି ଭାସି ଯାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    78 %
    1.7kmh
    0 %
    Sat
    29 °
    Sun
    30 °
    Mon
    31 °
    Tue
    32 °
    Wed
    32 °

    ସମ୍ବନ୍ଧିତ