Tuesday, March 17, 2026
23.4 C
Odisha

    ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ : ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଧାଡ଼ି ଦର୍ଶନ ପାଇଁ ସବୁକିଛି ବ୍ୟବସ୍ଥା କରାଯାଇଛି । ଚଳିତ ସପ୍ତାହରେ ଶ୍ରୀମନ୍ଦିର ମ୍ୟାନେଜିଙ୍ଗ କମିଟି ଗଠିତ ହୋଇଯିବ । କମିଟି ହେଲାପରେ ନାଟମ ଣ୍ଡପ ଭିତରେ ଥିବା ହୁଣ୍ଡିର ସ୍ଥାନାନ୍ତର ପ୍ରକ୍ରିୟା ହେବ । ହୁଣ୍ଡି ସ୍ଥାନାନ୍ତର ପାଇଁ ମ୍ୟାନେଜିଙ୍ଗ କମିଟି ଓ ସରକାରଙ୍କ ଅନୁମତିର ଆବଶ୍ୟକତା ରହିଛି । ଅନୁମତି ମିଳିବା ପରେ ହୁଣ୍ଡି ସ୍ଥାନାନ୍ତର ହେବ ଓ ତୁରନ୍ତ ଧାଡ଼ି ଦର୍ଶନ ବ୍ୟବସ୍ଥା ଏହି ମାସ ଶେଷ ସୁଦ୍ଧା ଆରମ୍ଭ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    43 %
    1.4kmh
    100 %
    Tue
    36 °
    Wed
    37 °
    Thu
    36 °
    Fri
    34 °
    Sat
    34 °

    ସମ୍ବନ୍ଧିତ