Saturday, March 14, 2026
38.1 C
Odisha

    ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତଙ୍କ ଘର ଭାଙ୍ଗିଲେ ଗ୍ରାମବାସୀ

    ଆଗକୁ ପଢନ୍ତୁ

    ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତାତିଲେ ଲୋକ । ମୁଖ୍ୟ ଅଭିଯୁକ୍ତଙ୍କ ଘର ଭାଙ୍ଗିଲେ ଗ୍ରାମବାସୀ । ମୁଖ୍ୟ ଅଭିଯୁକ୍ତ ଚାନ୍ଦବାଲି ରାମପଲ୍ଲୀ ଗାଁର ଗଣେଶ ଦାସ ର ଘରକୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗିବା ସହ ଘରର ଆସବାବପତ୍ର ଫିଙ୍ଗି ଦେଇଛନ୍ତି । ଘଟଣା ଉପରେ ପୋଲିସ ନଜର ରଖିଛି । ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରତିବାଦରେ ୧୭ ଘଣ୍ଟା ଧରି ରାସ୍ତାରୋକ କରିଛନ୍ତି ଗାଁଲୋକ ।

    ମୃତଦେହ ରଖି ରାସ୍ତାରୋକ ଚଳାଇଥିବା ବେଳେ ଏବେବି ଉତ୍ତେଜନା ଲାଗି ରହିଛି । ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି । ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତକୁ ସତ୍ୟବ୍ରତ ଦାସକୁ ଗିରଫ କରିଛି ପୋଲିସ। ଜଗତସିଂହପୁରରେ ଶ୍ବଶୁର ଘରେ ଲୁଚି ଥିଲା ।  ପୋଲିସର ସ୍ବତନ୍ତ୍ର ଟିମ୍ ଚଢାଉ କରି ଗିରଫ କରିଛି ।  ଅନ୍ୟ ୪ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.1 ° C
    38.1 °
    38.1 °
    9 %
    4.3kmh
    0 %
    Sat
    37 °
    Sun
    38 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ