Friday, March 13, 2026
28 C
Odisha

    ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର, ୧୮ ମାଓବାଦୀ ନିହତ!

    ଆଗକୁ ପଢନ୍ତୁ

    ନିର୍ବାଚନ ପୂର୍ବରୁ ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର। ଯବାନଙ୍କ ଗୁଳିରେ ୧୮ ମାଓବାଦୀ ନିହତ ହୋଇଥିବା କୁହାଯାଉଛି। କାଙ୍କେର ଜିଲ୍ଲା ଛୋଟେବେଥିଆରେ ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି । ତେବେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବାବେଳେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ