Saturday, April 11, 2026
37.2 C
Odisha

    ଜମି କିସମ ଓ ସତ୍ତ୍ବ ସଂଖ୍ୟା କମ୍ କରାଯିବ: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜସ୍ବ ବିଭାଗରେ ସଂସ୍କାର ଅଣାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ବ୍ରିଟିଶ ଅମଳର କିସମ ହେବ ପରିବର୍ତ୍ତନ । ଜମି କିସମ ସଂଖ୍ୟା କମିବ । ୭୦୦୦ ଜମି କିସମରୁ କମ୍ ହୋଇ ମାତ୍ର ୨୭ଟି କିସମ ରଖାଯିବ । ଏନେଇ ବିଜ୍ଞପ୍ତି ଖୁବ ଶୀଘ୍ର ପ୍ରକାଶ ପାଇବ।ସେହିଭଳି ଜମି ସତ୍ତ୍ୱର ପରିବର୍ତ୍ତନ ହେବ। ରାଜ୍ୟରେ ରାଜସ୍ୱ ଆଇନରେ ୩୦୦୦ ସତ୍ତ୍ୱର ପରିବର୍ତ୍ତନ କରାଯାଇ ଏହାକୁ ଦୁଇ ଅଙ୍କରେ ସୀମିତ ରଖିବାକୁ ଯୋଜନା ପ୍ରସ୍ତୁତ ହୋଇଛି । ଏବେ ଏତେ ପ୍ରକାରର ସତ୍ତ୍ୱର କୌଣସି ଆବଶ୍ୟକତା ନାହିଁ । ତେଣୁ ଆବଶ୍ୟକତା ନଥିବା ସତ୍ତ୍ୱକୁ ସରକାର ଉଛେଦ କରିବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.2 ° C
    37.2 °
    37.2 °
    13 %
    4kmh
    0 %
    Sat
    38 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ