ଜଷ୍ଟିସ୍ ଏନଭି ରମଣ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ଜଷ୍ଟିସ୍ ଏନଭି ରମଣ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି
ଜଷ୍ଟିସ୍ ଏନଭି ରମଣ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଏନଭି ରମଣଙ୍କ ନାମ ସୁପାରିସ୍। ଏନେଇ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍ ଏ ବୋବଡେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। ବରିଷ୍ଠ ଭିତ୍ତିରେ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ସୂଚନା ଅନୁସାରେ ଚଳିତ ବର୍ଷ ଏପ୍ରିଲ ୨୩ ତାରିଖରେ ପ୍ରଧାନ ବିଚାରପତି ଏସ ଏ ବୋବଡେଙ୍କ କାର୍ଯ୍ୟକାଳ ଶେଷ ହେଉଛି।