Friday, March 14, 2025
39.7 C
Odisha

    ଜଷ୍ଟିସ ବିଶ୍ବନାଥ ରଥ ହେଲେ ଓଡ଼ିଶା ଆଇନ କମିଶନର ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    କଟକ : ରାଜ୍ୟର ନୂଆ ଆଇନ କମିଶନ ଗଠନ । ନବଗଠିତ ଲ କମିସନର ଅଧ୍ୟକ୍ଷ ରହିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ । ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ବନାଥ ରଥଙ୍କୁ ଓଡ଼ିଶା ଆଇନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ରାଜ୍ୟ ଆଇନ ବିଭାଗ ।

    ଏଥିରେ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓ ଆଇନ ବିଭାଗ ପ୍ରମୁଖ ସଚିବ ସଦସ୍ୟ ରହିଛନ୍ତି । ସେହିପରି ବରିଷ୍ଟ ଆଇନଜୀବୀ ସୂର୍ଯ୍ୟଚନ୍ଦ୍ର ମିଶ୍ର ଓ ସୌରଚନ୍ଦ୍ର ମହାପାତ୍ର ମଧ୍ୟ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ଆଇନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.7 ° C
    39.7 °
    39.7 °
    9 %
    4.4kmh
    2 %
    Fri
    40 °
    Sat
    40 °
    Sun
    42 °
    Mon
    41 °
    Tue
    41 °

    ସମ୍ବନ୍ଧିତ