Friday, May 1, 2026
26.3 C
Odisha

    ଜୁଆ ଆଡ୍ଡା ଉପରେ ଚଢାଉ: ୧୯ ଗିରଫ

    ଆଗକୁ ପଢନ୍ତୁ

    ଭଞ୍ଜନଗର : ଜଙ୍ଗଲରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢାଉ । ୧୯ ଗିରଫ । ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କଠାରୁ ୪ ଲକ୍ଷ ୪ ହଜାର ଟଙ୍କା ସହ ୨ ଟି କାର୍, ୫ ଟି ବାଇକ୍, ୧୯ ଟି ମୋବାଇଲ ଜବତ କରାଯାଇଛି ।

    ଗତକାଲି ବିଳମ୍ବିତ ରାତିରେ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ତରଫ ଗାଁକୁ ଲାଗି ରହିଥିବା ଜଙ୍ଗଲ ନିକଟରେ ବଡ଼ ଧରଣର ଏକ ଜୁଆ ଖେଳ ଚାଲିଥିଲା। ଖବରପାଇ ଗଞ୍ଜାମ ଏସପିଙ୍କ ନିର୍ଦ୍ଦେଶକ୍ରମେ ଭଂଜନଗର ଏସଡିପିଓ ଡ. ଦୀପକ୍ କୁମାର ମିଶ୍ରଙ୍କ ନେତୃତ୍ବରେ ଏକ ପୋଲିସ ଟିମ୍ ଚଢାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.3 ° C
    26.3 °
    26.3 °
    67 %
    0.4kmh
    51 %
    Fri
    40 °
    Sat
    41 °
    Sun
    41 °
    Mon
    40 °
    Tue
    36 °

    ସମ୍ବନ୍ଧିତ