Friday, May 1, 2026
26.7 C
Odisha

    ଜୁଲାଇ ୨ରୁ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୨ରୁ ପାଞ୍ଚଟି ଦେଶ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବ। ତେବେ ମୋଦୀ ଦୀର୍ଘ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଘାନା ଗସ୍ତ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ। ଘାନାର ସଂସଦକୁ ସମ୍ବୋଧିତ କରିବେ। ଏହା ବ୍ୟତୀତ, ପ୍ରଧାନମନ୍ତ୍ରୀ ଘାନାରେ ଭାରତୀୟ ସମ୍ପ୍ରଦାୟକୁ ମଧ୍ୟ ସମ୍ବୋଧିତ କରିବେ। ଘାନା ବ୍ୟତୀତ ପ୍ରଧାନମନ୍ତ୍ରୀ ତ୍ରିନିଦାଦ-ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମ୍ବିଆ ମଧ୍ୟ ଗସ୍ତ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.7 ° C
    26.7 °
    26.7 °
    68 %
    1.7kmh
    55 %
    Thu
    27 °
    Fri
    38 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ