Friday, November 7, 2025
28.2 C
Odisha

    ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି, ଆସନ୍ତାକାଲି ନାମାଙ୍କନ ଭରିବେ

    ଆଗକୁ ପଢନ୍ତୁ

    ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।ଆସନ୍ତାକାଲି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । କାଲି ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ । ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.2 ° C
    28.2 °
    28.2 °
    48 %
    2.5kmh
    9 %
    Fri
    28 °
    Sat
    27 °
    Sun
    26 °
    Mon
    26 °
    Tue
    26 °

    ସମ୍ବନ୍ଧିତ