Tuesday, December 9, 2025
14.3 C
Odisha

    ଝାଡଖଣ୍ଡରେ ଓଡ଼ିଆ ମୁଖ୍ୟମନ୍ତ୍ରୀ!

    ଆଗକୁ ପଢନ୍ତୁ

    ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ କରାଯାଇ ନାହିଁ। ତେବେ କଳ୍ପନା ବହୁ ରାଉଣ୍ଡ ଆଗରେ ଅଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ମୁନିୟା ଦେବୀଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି। ଏହି ଆସନ ଜିତିବା ପାଇଁ କଳ୍ପନାଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଆରମ୍ଭରୁ କଳ୍ପନା ଏହି ଆସନରେ ହଜାର ଭୋଟରେ ପଛରେ ପଡ଼ିଥିଲେ, କିନ୍ତୁ ଶେଷରେ ସେ ବିଜୟୀ ହୋଇଛନ୍ତି। କଳ୍ପନାଙ୍କୁ ବର୍ତ୍ତମାନ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଗେମ୍‌ ଚେଞ୍ଜର ଭାବରେ ବିବେଚନା କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    14.3 ° C
    14.3 °
    14.3 °
    39 %
    1.3kmh
    100 %
    Tue
    26 °
    Wed
    26 °
    Thu
    27 °
    Fri
    27 °
    Sat
    26 °

    ସମ୍ବନ୍ଧିତ