Friday, March 14, 2025
36.1 C
Odisha

    ଟାଟା ଏସିଇକୁ ପିଟିଲା କାର୍‌: ୨ ମୃତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ଉପକଣ୍ଠ ଯାଁଳା ଫାଣ୍ଡି ସାମ୍ନାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟାଟା ଏସିଇକୁ ଏକ କାର୍ ଧକ୍କା ଦେଇଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଜଣେ ଗୁରୁତର ଆହତ ହୋଇଛନ୍ତି । ରୋଡ୍ ଡିଭାଇଡର ଭାଙ୍ଗି ବିପରୀତ ରାସ୍ତାରୁ ଆସି କାର୍ ଟାଟା ଏସିଇକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ଖବର ପାଇଁ ଘଟଣାସ୍ଥଳରେ ଇନଫୋ ଭ୍ୟାଲି ଥାନା ପୁଲିସ ପହଞ୍ଚି ଆହତଙ୍କୁ ଚିକିତ୍ସା ଲାଗି ମେଡିକାଲ ପଠାଇବା ସହ ଗାଡି ଦୁଇଟିକୁ ଜବତ କରିଛି । ଏହା ସହିତ ତଦନ୍ତ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    16 %
    1.4kmh
    0 %
    Fri
    40 °
    Sat
    40 °
    Sun
    41 °
    Mon
    41 °
    Tue
    41 °

    ସମ୍ବନ୍ଧିତ