Friday, May 1, 2026
27 C
Odisha

    ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଅସୁସ୍ଥ

    ଆଗକୁ ପଢନ୍ତୁ

    ବଲାଙ୍ଗୀର :  ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ବିଧାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତେବେ ତାଙ୍କ ଅସୁସ୍ଥତାର କାରଣ ଜଣାପଡ଼ି ନାହିଁ। ନବୀନ ୨୦୨୪ ବିଧାନସଭା ନିର୍ବାଚନରେ ଟିଟିଲାଗଡ଼ ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେଡି ପ୍ରାର୍ଥୀ ଟୁକୁନି ସାହୁଙ୍କୁ ପରାଜିତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27 ° C
    27 °
    27 °
    67 %
    3kmh
    61 %
    Fri
    27 °
    Sat
    41 °
    Sun
    42 °
    Mon
    40 °
    Tue
    36 °

    ସମ୍ବନ୍ଧିତ