Friday, May 9, 2025
33.9 C
Odisha

    ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

    ଆଗକୁ ପଢନ୍ତୁ

    ଗଞ୍ଜାମ : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ । ଗଞ୍ଜାମ – ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ବରରେ ଦୁର୍ଘଟଣା ଘଟିଛି । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛ ପଟେ ପିଟି ହୋଇଯାଇଥିଲା । ଦୁର୍ଘଟଣା ପରେ ବସ ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଛି। ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.9 ° C
    33.9 °
    33.9 °
    27 %
    3.7kmh
    100 %
    Fri
    31 °
    Sat
    41 °
    Sun
    42 °
    Mon
    40 °
    Tue
    42 °

    ସମ୍ବନ୍ଧିତ