Sunday, April 19, 2026
28.9 C
Odisha

    ଟ୍ରକକୁ ପଛରୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

    ଆଗକୁ ପଢନ୍ତୁ

    କାମାକ୍ଷାନଗର : କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥ ଟାଙ୍ଗରପଡାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଏକ ଟ୍ରକ ରାସ୍ତା କଡରେ ଛିଡା ହୋଇଥିବାବେଳେ ଅନ୍ୟ ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଟ୍ରକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଅଗ୍ନିଶମ ବିଭାଗ କର୍ମଭାରୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତଦେହ ଉଦ୍ଧାର କରିଥିଲେ। ପୁଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.9 ° C
    28.9 °
    28.9 °
    46 %
    0.5kmh
    100 %
    Sun
    43 °
    Mon
    44 °
    Tue
    44 °
    Wed
    43 °
    Thu
    44 °

    ସମ୍ବନ୍ଧିତ