Thursday, April 24, 2025
28.2 C
Odisha

    ଟ୍ରକ୍‌କୁ ପିଟିଲା ଭ୍ୟାନ୍‌ ; ୫ ମୃତ

    ଆଗକୁ ପଢନ୍ତୁ

    କର୍ଣ୍ଣାଟକ : କର୍ଣ୍ଣାଟକର କଳବୁର୍ଗୀ ଜିଲ୍ଲାରେ ନେଲୋଗୀ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭ୍ୟାନ୍‌ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ୫ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୧୦ ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.2 ° C
    28.2 °
    28.2 °
    31 %
    1.1kmh
    4 %
    Thu
    44 °
    Fri
    44 °
    Sat
    45 °
    Sun
    41 °
    Mon
    41 °

    ସମ୍ବନ୍ଧିତ