Saturday, July 27, 2024
24.8 C
Odisha

    ଟ୍ୱିନ୍‌ ସିଟି ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପିଝିପି ବର୍ଷା

    ଆଗକୁ ପଢନ୍ତୁ

    ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଉକ୍ତ ୬ ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ। ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ। ଗତ କିଛି ଦିନ ହେବ ରାଜ୍ୟରେ ହିଟୱେଭ୍ ଜାରି ରହିଥିଲା ଏବେ କାଳବୈଶାଖୀ ବର୍ଷା ତାତିରୁ ଆଶ୍ୱସ୍ତି ଆଣି ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ