Thursday, March 5, 2026
35.6 C
Odisha

    ଡ୍ୟୁଟିରେ ଥିବା ବେଳେ ଟଳିପଡ଼ିଲେ ଯବାନ

    ଆଗକୁ ପଢନ୍ତୁ

    ଜମ୍ମୁ-କଶ୍ମୀରର ଶ୍ରୀନଗର ଅଧୀନ ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ତଲାସି ଅଭିଯାନ ବେଳେ ଜଣେ ସେନା ଯବାନଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ସେନାର ୩୪ ଆସାମ ରାଇଫଲ୍ସ ଯବାନ ଯଶବିନ୍ଦର ସିଂ। ଗତ ମଙ୍ଗଳବାର ଡାଚିଗାମ୍‌ ଅଞ୍ଚଳରେ ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଇବା ଆତଙ୍କବାଦୀ ଜୁନେଦ୍‌ ଅହମଦ ଭଟ୍ଟ ନିହତ ହୋଇଥିଲେ। ଏହା ପରେ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଥିଲା। ଗଣ୍ଡେରଓ୍ବାଲ ଟନେଲ ନିର୍ମାଣସ୍ଥଳରେ ଅକ୍ଟୋବର ୨୦ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଣେ ଡାକ୍ତର ଓ ୬ ଜଣ ଶ୍ରମିକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣରେ ଭଟ୍ଟ ସମ୍ପୃକ୍ତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    10 %
    4.2kmh
    3 %
    Thu
    34 °
    Fri
    37 °
    Sat
    38 °
    Sun
    38 °
    Mon
    38 °

    ସମ୍ବନ୍ଧିତ