Saturday, April 26, 2025
30.5 C
Odisha

    ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର, ଖୁବ ଶୀଘ୍ର କାମ ଆରମ୍ଭ ହେବ-ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ମା ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    37 %
    1.9kmh
    89 %
    Sat
    30 °
    Sun
    38 °
    Mon
    40 °
    Tue
    41 °
    Wed
    40 °

    ସମ୍ବନ୍ଧିତ