Wednesday, March 11, 2026
21.6 C
Odisha

    ତେଲ ଟ୍ୟାଙ୍କର ବିସ୍ଫୋରଣ, ୯୦ ମୃତ

    ଆଗକୁ ପଢନ୍ତୁ

    ନାଇଜେରିଆରେ ଏକ ବଡ ଅଘଟଣ ଘଟିଥିବା ଖବର ସାମ୍ନାକୁ ଆସିଛି। ଏକ ପେଟ୍ରୋଲ ଟ୍ୟାଙ୍କର ବିସ୍ଫୋରଣ ଘଟି ପ୍ରାୟ ୯୦ରୁ ଉର୍ଦ୍ଧ୍ବ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୫୦ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଓଲଟି ପଡିଥିବା ଟ୍ୟାଙ୍କରରୁ ଲୋକେ ତେଲ ନେବାକୁ ଚେଷ୍ଟା କରୁଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ନେଇ ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    65 %
    1.2kmh
    0 %
    Wed
    37 °
    Thu
    37 °
    Fri
    39 °
    Sat
    40 °
    Sun
    38 °

    ସମ୍ବନ୍ଧିତ