ଦିଲ୍ଲୀ ସ୍ଥିତ ଏକ ହସ୍ପିଟାଲର ଆଇସିୟୁ ୱାର୍ଡରେ ଅଗ୍ନିକାଣ୍ଡ

ଦିଲ୍ଲୀ ସ୍ଥିତ ଏକ ହସ୍ପିଟାଲର ଆଇସିୟୁ ୱାର୍ଡରେ ଅଗ୍ନିକାଣ୍ଡ
ଦିଲ୍ଲୀ ସ୍ଥିତ ଏକ ହସ୍ପିଟାଲର ଆଇସିୟୁ ୱାର୍ଡରେ ଅଗ୍ନିକାଣ୍ଡ

ରାଜଧାନୀ ଦିଲ୍ଲୀ ସ୍ଥିତ ଏକ ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଆଇସିୟୁ ୱାର୍ଡରେ ଥିବା ୫୦ ଜଣ ରୋଗୀଙ୍କୁ ଅନ୍ୟ ଏକ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଏଥିରେ କୌଣସି ଜୀବନ ହାନି ହୋଇନଥିବା ଜଣାପଡ଼ିଛି।

କେଉଁ କାରଣରୁ ଅଗ୍ନିକାଣ୍ଡ ହୋଇଛି ତାହା ଜଣାପଡ଼ିନଥିବା ବେଳେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।