Tuesday, October 6, 2026
23.4 C
Odisha

    ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ମିଳିଲାନି ଅନୁମତ

    ଆଗକୁ ପଢନ୍ତୁ

    ଏଥର ବି ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପାରମ୍ପରିକ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଦେଖାଯିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼। ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ। ଏହାକୁ ନେଇ ଦିଲ୍ଲୀରେ କ୍ଷମତାସୀନ ଆପ୍‌ ଓ କେନ୍ଦ୍ରରେ କ୍ଷମତାସୀନ ବିଜେପି ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଯାଇଛି।

    ପ୍ରାୟ ଗୋଟିଏ ଦଶନ୍ଧି ଧରି ଦିଲ୍ଲୀ ସରକାରରେ ମୁଖ୍ୟମନ୍ତ୍ରୀ ଥିବା ଆପ୍‌ର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ଏହି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, “ବିଗତ କିଛି ବର୍ଷ ହେଲାଣି ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ପ୍ୟାରେଡରେ ସାମିଲ ହେବାକୁ ଅନୁମତି ମିଳୁନାହିଁ। ଏହା କେଉଁ ପ୍ରକାରର ରାଜନୀତି? ସେମାନେ କାହିଁକି ଦିଲ୍ଲୀର ଲୋକଙ୍କୁ ଏତେ ମାତ୍ରାରେ ଘୃଣା କରୁଛନ୍ତି?

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    76 %
    1.6kmh
    0 %
    Mon
    23 °
    Tue
    31 °
    Wed
    31 °
    Thu
    30 °
    Fri
    30 °

    ସମ୍ବନ୍ଧିତ