Monday, January 12, 2026
17 C
Odisha

    ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ନବୀନଙ୍କ ଶୁଭେଚ୍ଛା

    ଆଗକୁ ପଢନ୍ତୁ

    ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନା ର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତି କୁ ଗରୀୟାନ କରିଛି ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ ବୋଲି ଶ୍ରୀ ପଟ୍ଟନାୟକ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17 ° C
    17 °
    17 °
    35 %
    1.6kmh
    0 %
    Mon
    17 °
    Tue
    28 °
    Wed
    28 °
    Thu
    30 °
    Fri
    30 °

    ସମ୍ବନ୍ଧିତ