Thursday, March 12, 2026
25.8 C
Odisha

    ଦୋଷୀ ସାବ୍ୟସ୍ତ ଶେଖ୍‌ ହାସିନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ    :    ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି । ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ଶେଖ୍‌ ହାସିନାଙ୍କ ନାଁରେ ମାମଲା ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.8 ° C
    25.8 °
    25.8 °
    18 %
    2.3kmh
    0 %
    Thu
    26 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ