Sunday, September 13, 2026
23 C
Odisha

    ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
    ସୂଚନା ମୁତାବକ, ଅଜାମ୍ବର ଗାଁ ନିକଟସ୍ଥ ପାନିଆ ନଦୀ ପାର ହେଉଥିଲେ। ସେତିକିବେଳେ ଏକ କୁମ୍ଭୀର ଚାଳିଆସି ଅଜାମ୍ବରଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ଫଳରେ ସେ ନିଖୋଜ ହୋଇଯାଇଛନ୍ତି। ଖବର ପାଇ ଓଡ୍ରାଫ ଟମ୍‌ ଘଟଣାସ୍ଥଳରେ ପହଞ୍ଚି ବୋଟ୍‌ ସାହାର୍ଯ୍ୟରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23 ° C
    23 °
    23 °
    97 %
    1.5kmh
    100 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ