Monday, July 7, 2025
24.4 C
Odisha

    ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲା, ୩ ବର୍ଷ ପରେ ପୁଣି ଖୋଲା ହେବ ଫାଇଲ

    ଆଗକୁ ପଢନ୍ତୁ

    ଝାରସୁଗୁଡ଼ା : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାରେ ନୂଆମୋଡ଼ । ରୋଷେୟା ଲଳିତଙ୍କ ବାପା ନିରପେକ୍ଷ ତଦନ୍ତ ସହ ନ୍ୟାୟ ପାଇଁ ଗୁହାରି କରିଥିଲେ ଲଳିତଙ୍କ ବାପା ବେଲାଲସେନ ସାହୁ । ଏନେଇ ପ୍ରତିକ୍ରିୟା ରଖିଲେ ଆଇ.ଜି. ହିମାଂଶୁ ଲାଲ ଓ ଝାରସୁଗୁଡ଼ା ଏସ.ପି. । ଏହି ଘଟଣାର ଏକ ସ୍ଵତନ୍ତ୍ର ଦଳ ଗଠନ କରାଯାଇ ତଦନ୍ତ କରାଯିବ ବୋଲି କହିଛନ୍ତି ଏସ.ପି । ୩ ବର୍ଷ ପରେ ପୁଣି ଥରେ ଫାଇଲ ଖୋଲା ହେବ ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    86 %
    2.2kmh
    100 %
    Sun
    24 °
    Mon
    27 °
    Tue
    24 °
    Wed
    27 °
    Thu
    25 °

    ସମ୍ବନ୍ଧିତ