Friday, March 14, 2025
36.1 C
Odisha

    ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ  ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    16 %
    1.4kmh
    0 %
    Fri
    40 °
    Sat
    40 °
    Sun
    41 °
    Mon
    41 °
    Tue
    41 °

    ସମ୍ବନ୍ଧିତ