Tuesday, July 1, 2025
23.3 C
Odisha

    ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା : ୨ ଗିରଫ

    ଆଗକୁ ପଢନ୍ତୁ

    ନବରଙ୍ଗପୁର : ନବରଙ୍ଗପୁରରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ୨ ଗିରଫ । ସେମାନଙ୍କୁ ଗିରଫ କରିଛି ନବରଙ୍ଗପୁର ପୋଲିସ । ଦୁଇ ଅଭିଯୁକ୍ତ ହେଲେ ଅଲେଖ ମାଝୀ ଏବଂ ପରମାନନ୍ଦ ଦିଶାରୀ । ପୀଡ଼ିତାଙ୍କୁ ଶ୍ବାସରୁଦ୍ଧ କରି ହତ୍ୟା କରିଥିବା ସ୍ବୀକାର କରିଛନ୍ତି ଅଭିଯୁକ୍ତ । ଉଭୟଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି । ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମିନା ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    94 %
    2.4kmh
    100 %
    Mon
    23 °
    Tue
    25 °
    Wed
    24 °
    Thu
    29 °
    Fri
    26 °

    ସମ୍ବନ୍ଧିତ