Sunday, July 20, 2025
28.2 C
Odisha

    ନୀତି ଆୟୋଗ କମିଟି ସଦସ୍ୟ ମନୋନୀତ ହେଲେ ଜୁଏଲ ଓରାମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନୀତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.2 ° C
    28.2 °
    28.2 °
    85 %
    0.6kmh
    99 %
    Sun
    28 °
    Mon
    33 °
    Tue
    32 °
    Wed
    32 °
    Thu
    25 °

    ସମ୍ବନ୍ଧିତ