Monday, December 8, 2025
15.2 C
Odisha

    ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା, ସ୍ନେହାଙ୍ଗିନୀ ଛୁରିଆ ହେଲେ ପ୍ରାର୍ଥୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ସବୁ ପ୍ରତୀକ୍ଷାର ଅନ୍ତ । ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ସମସ୍ତଙ୍କୁ ସରପ୍ରାଇଜ ଦେଲେ ବିଜେଡି ସୁପ୍ରିମୋ । ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବରୁ ଅତାବିରାରୁ ବିଧାୟିକା ଥିଲେ ସ୍ନେହାଙ୍ଗିନୀ । ବିଜୁ ମହିଳା ଜନତା ଦଳର ସଭାପତି ଅଛନ୍ତି ସ୍ନେହାଙ୍ଗିନୀ ଛୁରିଆ ।ପୂର୍ବରୁ ନୂଆପଡ଼ା ଉପନିର୍ବାଚନ ପାଇଁ ମନୋଜ ମିଶ୍ରଙ୍କ ନାମ ଚର୍ଚ୍ଚାରେ ରହିଥିଲା । କିନ୍ତୁ ସ୍ନେହାଙ୍ଗିନୀ ଛୁରିଆଙ୍କ ନାମ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି ବିଜେଡି ସୁପ୍ରିମୋ ।

    ନୂଆପଡ଼ା ଉପନିର୍ବାଚନ ଆସନ୍ତା ନଭେମ୍ବର ୧୧ରେ ଅନୁଷ୍ଠିତ ହେବ । ଏଥିରେ ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ, ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସିରାମ ମାଝି ପ୍ରାର୍ଥୀଙ୍କ ଭାବେ ନିର୍ବାଚନ ଲଢିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    15.2 ° C
    15.2 °
    15.2 °
    41 %
    1.7kmh
    61 %
    Sun
    15 °
    Mon
    26 °
    Tue
    26 °
    Wed
    26 °
    Thu
    27 °

    ସମ୍ବନ୍ଧିତ