ପିପିଲି ଉପନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି

ପିପିଲି ଉପନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି
ପିପିଲି ଉପନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି

ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ନାମାଙ୍କନ ପତ୍ର ଦାଖଲ ମାର୍ଚ୍ଚ ୩୦ରେ ଶେଷ ହେବ। ମାର୍ଚ୍ଚ ୩୧ ତାରିଖରେ ଦାଖଲ ହୋଇଥିବା ନାମାଙ୍କନ ପତ୍ରର ଯାଞ୍ଚ ହେବ। ଆଉ ଏପ୍ରିଲ ୧୭ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ ବୋଲି ଜଣାପଡ଼ିଛି।