ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି ରାଜ୍ୟ

ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି ରାଜ୍ୟ
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି ରାଜ୍ୟ

ପୁରୀ ଉପନିର୍ବାଚନ ଲାଗି ୩୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ବିଜେପି ଘୋଷଣା କରିଛି। ଏଥିରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ସାମିଲ ରହିଛନ୍ତି। ଏଥିସହିତ ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ, ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟପାଲ ସିଂ ତୋମାର, ସାଂସଦ ଜୁଏଲ ଓରାମ, ଉପନେତା ବିଷ୍ଣୁ ସେଠୀ, ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓ, ବିଜୟ ମହାପାତ୍ର, ସମ୍ବିତ ପାତ୍ର, ସୁରେଶ ପୂଜାରୀ ଓ ବସନ୍ତ ପଣ୍ଡା ପ୍ରମୁଖ ରହିଥିବା ଜଣାପଡ଼ିଛି।