Monday, April 20, 2026
39.1 C
Odisha

    ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଛି। ଦିଲ୍ଲୀ ଏମ୍ସରେ ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ। ବାଜପେୟୀଙ୍କ ସରକାରରେ ସେ ପରିବହନ ମନ୍ତ୍ରୀ ଥିଲେ। ୧୯୮୮ ମସିହାରୁ ୧୯୯୩ ମସିହା ପର୍ଯ୍ୟନ୍ତ ରାଜ୍ୟ ବିଜେପି ସଭାପତି ଥିଲେ। ୧୯୯୩ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ସେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଥିଲେ। ପୁର୍ନବାର ୧୯୯୫ ମସିହାରୁ ୧୯୯୭ ମସିହା ଯାଏଁ ବିଜେପି ସଭାପତି ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    19 %
    4.4kmh
    1 %
    Mon
    43 °
    Tue
    43 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ